Friday, January 9, 2026
10.5 C
Odisha

    ପାକିସ୍ତାନ ନାଗରିକଙ୍କ ପାଇଁ ଭିସା ବାତିଲ କଲା ଭାରତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ପାକିସ୍ତାନ ନାଗରିକଙ୍କ ପାଇଁ ଭିସା ବାତିଲ କଲା ଭାରତ । ମେଡିକାଲ ଭିସାରେ ଥିଲେ ଆସନ୍ତା ୨୯ରୁ ରଦ୍ଦ ହୋଇଯିବ ଭିସା ।
    ଭିସା ଅବଧି ଶେଷ ହେବା ପୂର୍ବରୁ ନିଜ ଦେଶକୁ ଫେରିଯିବାକୁ ନିର୍ଦ୍ଦେଶ ଜାରି କଲେ କେନ୍ଦ୍ର ସରକାର । ଯେଉଁ ପାକିସ୍ତାନୀ ନାଗରିକ ଭିସା ପାଇଛନ୍ତି ୨୭ରେ ତାହା ରଦ୍ଦ ହୋଇଯିବ ।

    ଯେଉଁ ପାକିସ୍ତାନୀମାନେ ଭାରତରେ ଅଛନ୍ତି, ସେମାନେ ୭୨ ଘଣ୍ଟା ମଧ୍ୟରେ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର । ସେପଟେ ରାଜୀୟ ନାଗରିକଙ୍କୁ ପାକିସ୍ତାନ ଗସ୍ତ ନ କରିବାକୁ ପରାମର୍ଶ । ଯେଉଁମାନେ ପାକିସ୍ତାନରେ ଅଛନ୍ତି ସେମାନଙ୍କୁ ଫେରି ଆସିବାକୁ ନିର୍ଦ୍ଦେଶ ଦେଇଛି ବୈଦେଶୀକ ମନ୍ତ୍ରଣାଳୟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    10.5 ° C
    10.5 °
    10.5 °
    35 %
    1.1kmh
    85 %
    Fri
    25 °
    Sat
    26 °
    Sun
    27 °
    Mon
    29 °
    Tue
    28 °

    ସମ୍ବନ୍ଧିତ