Thursday, June 11, 2026
40.9 C
Odisha

    ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଭାଗ ନେବାପାଇଁ ପାକିସ୍ତାନ ଯିବେ । ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି । ଏଥର ପାକିସ୍ତାନ ଏସସିଓ ଶିଖର ସମ୍ମିଳନୀ ଆୟୋଜନ କରୁଛି । ଏହି ବୈଠକ ୧୫-୧୬ ଅକ୍ଟୋବର ଦୁଇ ଦିନ ଧରି ଅନୁଷ୍ଠିତ ହେବ ।
    ଏସସିଓର ଏହି ଶିଖର ସମ୍ମିଳନୀ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ସଂଘାଇ ସହଯୋଗ ସଂଗଠନର ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଦୁଇ ଦିବସୀୟ ଶିଖର ସମ୍ମିଳନୀରେ ଭାଗ ନେବାକୁ ବିଭିନ୍ନ ଦେଶକୁ ନିମନ୍ତ୍ରଣ ପଠାଯାଇଛି । ତେଣୁ ଏସ ଜୟଶଙ୍କର ପାକିସ୍ତାନ ଗସ୍ତ କରିବେ । ଏଥିରେ ଜୟ ଶଙ୍କର ଭାରତ ପକ୍ଷରୁ ପ୍ରତିନିଧିତ୍ବ କରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    40.9 ° C
    40.9 °
    40.9 °
    23 %
    2.3kmh
    19 %
    Thu
    42 °
    Fri
    41 °
    Sat
    40 °
    Sun
    38 °
    Mon
    43 °

    ସମ୍ବନ୍ଧିତ