Wednesday, April 1, 2026
35.5 C
Odisha

    ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ହେରୋଇନ୍ ଜବନ୍, ଜଣେ ଗିରଫ

    ଆଗକୁ ପଢନ୍ତୁ

    କଟକ : ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ହେରୋଇନ୍ ଜବନ୍ ।  କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ୍ ଛକ ରୋଡ ବମ୍ବେ ହୋଟେଲ ନିକଟରୁ ଜବତ୍ କରିଛି ଜିଲ୍ଲା ଅବକାରୀ ସ୍ଵାଡ୍। ଜବତ୍ ହେରୋଇନ୍ ହେଉଛି ୪୩ ଗ୍ରାମ ।  ଏହାର ଆନୁମାନିକ ମୂଲ୍ୟ ୫ ଲକ୍ଷ ୩୦ ହଜାର ଟଙ୍କା ହେବ ବୋଲି ଜଣାଯାଇଛି । ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ ।  ଏକ ବାଇକ୍ ମଧ୍ୟ ଜବତ୍ ହୋଇଛି । ଗିରଫ ଅଭିଯୁକ୍ତ ହେଉଛି ଯୋବ୍ରା ଟିଣପିଟା ସାହିର ଶେଖ୍ କଲିମ୍ ।  ଆଜି ସକାଳ ସମୟରେ ରେଡ କରିଥିଲା ଅବକାରୀ ବିଭାଗ । ଏହି ବେପାର କେମିତି ଚାଲିଛି ଓ ଏଥିରେ ଆଉ କିଏ ସମ୍ପୃକ୍ତ ଅଛନ୍ତି ସେ ନେଇ ତଦନ୍ତ କରୁଛି ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.5 ° C
    35.5 °
    35.5 °
    20 %
    1.2kmh
    4 %
    Wed
    39 °
    Thu
    41 °
    Fri
    41 °
    Sat
    39 °
    Sun
    38 °

    ସମ୍ବନ୍ଧିତ