Monday, March 30, 2026
27.4 C
Odisha

    ପାଣ୍ଡିଆନଙ୍କ ନାଁରେ ଥାନାରେ ଏତଲା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଜେଡିର ପୂର୍ବତନ ନେତା ତଥା ୫-ଟି ସଚିବ କାର୍ତ୍ତିକ ପାଣ୍ଡିଆନଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ଆଇନଜୀବୀ ସୁଧୀର କୁମାର ମହାନ୍ତିଙ୍କ ପକ୍ଷରୁ କ୍ୟାପିଟାଲ ଥାନାରେ ଏହି ଏତଲା ଦାୟର କରାଯାଇଛି। ତାଙ୍କ ନାଁରେ ବିଭିନ୍ନ ଅଭିଯୋଗ ହୋଇଛି। ଯେପରିକି ଅର୍ଥ ତୋଷରପାତ, ବିପୁଳ କଳା ଟଙ୍କାକୁ ଧଳା କରିବା ଅଭିଯୋଗ, ଖଣି ମାଫିଆଙ୍କଠାରୁ କୋଟି କୋଟି ଟଙ୍କା ଉତ୍କୋଚ ନେବାର ମଧ୍ୟ ଅଭିଯୋଗ ହୋଇଛି। ଏଥିସହିତ ଏକାଧିକ କମ୍ପାନୀକୁ ଅନୁକମ୍ପା ଦେଖାଇବା ଆଦି ଗୁରୁତର ଅଭିଯୋଗ ଏତଲାରେ ଦର୍ଶାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    54 %
    2.4kmh
    56 %
    Mon
    28 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ