Sunday, October 4, 2026
29.6 C
Odisha

    ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଖର୍ଚ୍ଚକୁ ନେଇ ପରିବହନ ମନ୍ତ୍ରୀଙ୍କ ବଡ଼ ବୟାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତକୁ ନେଇ ପରିବହନ ମନ୍ତ୍ରୀଙ୍କ ବଡ଼ ବୟାନ ଦେଇଛନ୍ତି । ପରିବହନ ମନ୍ତ୍ରୀ ବିଭୂତି ଜେନା କହିଛନ୍ତି, ହେଲିକପ୍ଟରେ ଖର୍ଚ୍ଚର ତଦନ୍ତ ଚାଲିଛି। ଜଣେ ର୍ବସମ୍ମୁଖରେ ରାଜକୋଷ ଲୁଣ୍ଠନ କେବେ ବି ଗ୍ରହଣୀୟ ନୁହେଁ। ଏ ଉପରେ ସରକାର ନଜର ରଖିଛନ୍ତି, ଅପେକ୍ଷା କରନ୍ତୁ କାର୍ଯ୍ୟାନୁଷ୍ଠାନ ହେବ। ହେଲିକପ୍ଟର କିଏ ନେଇପାରିବ ତାର ବିଧି ରହିଛି, ଯଦି ଉଲ୍ଲଂଘନ ହୋଇଥାଏ ତେବେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଯିଏ ଦୋଷ କରିଛି, ତା’ ଉପରେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ହେବ। ଦୋଷୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅପେକ୍ଷାରେ ଲୋକେ ରହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ