Tuesday, March 17, 2026
36.4 C
Odisha

    ପାନ ଦୋକାନ ସହ ଜଳିଗଲେ ମହିଳା

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା : ପାନ ଦୋକାନରେ ନିଆଁ ଲାଗି ମହିଳା ଜୀବନ୍ତ ଦଗ୍ଧ।
    ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତରପୁର ଛକରେ । ଆଜି ସକାଳେ ଦୋକାନ ଖୋଲି ଧୂପ ଦେବା ପରେ ପାଖରେ ବିକ୍ରି କରିବାକୁ ରଖିଥିବା ପେଟ୍ରୋଲରେ ନିଆଁ ଲାଗିବାରୁ ଅଗ୍ନିକାଣ୍ଡ ଘଟିଥିଲା । ପରେ ନିଆଁ ଚାରିଆଡ଼େ ବ୍ୟାପିଥିଲା ।
    ନିଆଁ ଜୋରରେ ଲାଗିବାରୁ ସ୍ଥାନୀୟ ଲୋକେ ଦମକଳ ବାହିନୀକୁ ଫୋନ କରଥିଲେ । ଦୀର୍ଘ ଦୁଇଘଣ୍ଟା ଅକ୍ଲାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିବା ପରେ ଦୋକାନ ଭିତରୁ ଦୋକାନୀ ମାଲିକାଣି କମଳା ସାହୁଙ୍କ ମୃତଦେହ ଉଦ୍ଧାର କରିଥିଲା । ଏହାକୁ ନେଇ ସମଗ୍ର ଅଂଚଳରେ ଶୋକର ଛାୟା ଖେଳିଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    36.4 ° C
    36.4 °
    36.4 °
    19 %
    3.8kmh
    86 %
    Tue
    35 °
    Wed
    36 °
    Thu
    36 °
    Fri
    35 °
    Sat
    33 °

    ସମ୍ବନ୍ଧିତ