Monday, April 6, 2026
28.1 C
Odisha

    ପାରାଦୀପ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ

    ଆଗକୁ ପଢନ୍ତୁ

    ପାରାଦୀପ: ପାରାଦୀପ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ୫୦ରୁ ଉର୍ଦ୍ଧ୍ବ ଦୋକାନ ଘର । ୩କୋଟି ଟଙ୍କାରୁ ଅଧିକ ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଛି । ବିଳମ୍ବିତ ରାତି ପ୍ରାୟ ୨ଟା ବେଳେ ନିଆଁ ଲାଗିଥିଲା । ପରେ ପୁରା ମାର୍କେଟକୁ ବ୍ୟାପିଯାଇଥବଲା । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, କିଛି ସମୟ ମଧ୍ୟରେ ପୁରା ମାର୍କେଟ ଜଳିଯାଇଥିଲା ।

    ପରିବା, ଟଙ୍କା, ଓଜନକଣ୍ଟା, ସାଇକେଲ, ବାଇକ ସହ ବିଭିନ୍ନ ସାମଗ୍ରୀ ପୋଡି ପାଉଁଶ ହୋଇଛି । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ୬ଟି ଦମକଳ ଗାଡ଼ି ପହଂଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡ ଯୋଗୁ କୋଟି କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.1 ° C
    28.1 °
    28.1 °
    55 %
    4kmh
    100 %
    Mon
    28 °
    Tue
    37 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ