Monday, March 2, 2026
21.1 C
Odisha

    ପାରା ଆଥଲେଟ୍ ପାୟଲ ନାଗଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରା ଆଥଲେଟ୍ ପାୟଲ ନାଗଙ୍କୁ ଶୁଭକାମନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସ‌ରେ କହିଛନ୍ତି, ନିଜର କଠିନ ପରିଶ୍ରମ ବଳରେ ଷଷ୍ଠ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ବିଜେତା ଓଡ଼ିଶାର ଗର୍ବ।ତାଙ୍କର ଉଜ୍ଜଳ ଭବିଷ୍ୟତ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତୀ ସୋସିଆଲ ମିଡିଆ ଏକ୍ସ‌ରେ ଲେଖିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.1 ° C
    21.1 °
    21.1 °
    44 %
    1.2kmh
    8 %
    Mon
    35 °
    Tue
    36 °
    Wed
    37 °
    Thu
    38 °
    Fri
    38 °

    ସମ୍ବନ୍ଧିତ