Saturday, October 3, 2026
24.7 C
Odisha

    ପାର୍କରେ ଆଖିବୁଜା ଗୁଳିମାଡ : ୩ ମୃତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ମେକ୍ସିକୋର ଏକ ପାର୍କରେ ଆଖିବୁଜା ଗୁଳିମାଡ ହୋଇଛି। ଦୁର୍ବୁତ୍ତର ଗୁଳିମାଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଆହତ ବ୍ୟକ୍ତିଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଲାସ୍ କ୍ରୁସ୍ ର ୩ଟି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏଭଳି ଅଘଟଣ ଘଟିଛି। ଲାସ୍ କ୍ରୁସ୍ ସିଟି କାଉନସିଲର ତଥା ମେୟର ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେପଟେ ପୁଲିସ୍ ଘଟଣାର ଭିଡିଓ ସେୟାର କରିବାକୁ ସାଧାରଣ ଜନତାଙ୍କୁ ନିବେଦନ କରିଥିବାବେଳେ ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.7 ° C
    24.7 °
    24.7 °
    83 %
    1.4kmh
    16 %
    Sat
    24 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ