Friday, September 11, 2026
27.1 C
Odisha

    ପାର୍ବଣରେ ଦାଦା ବଟି କୁ ନା, ବିଶୃଙ୍ଖଳା କଲେ ପୋଲିସ ନେବ କାର୍ଯ୍ୟାନୁଷ୍ଠାନ

    ଆଗକୁ ପଢନ୍ତୁ

     

    ଅଗଷ୍ଟ ୩୧, ସେପ୍ଟେମ୍ବର ୭ ଏବଂ୧୪ତାରିଖରେ ସହରରେ ଗଣେଶ ପୂଜା ଭସାଣି କରାଯିବ । ବୁଢା ଗଣେଶଙ୍କ ଭଷାଣି ଅନ୍ୟ ଦିନରେ କରାଯିବ ବୋଲି ବୈଠକ ନିଷ୍ପତ୍ତି ନିଆଯାଇଛି । ପୂଜା ପୂର୍ବରୁ ସହରର ରାସ୍ତା ଘାଟ,ଷ୍ଟ୍ରିଟ୍ ଲାଇଟ, ପାନୀୟ ଜଳ ଯୋଗାଣ ଓ ଭସାଣି ପାଇଁ ଉନ୍ନତ ମାନର କୃତ୍ରିମ ପୁଷ୍କରିଣୀ ବ୍ୟବସ୍ଥା କରିବା ପାଇଁ ପୂଜା କମିଟି ଓ ଶାନ୍ତି କମିଟି ପକ୍ଷରୁ ସିଏମସିକୁ ପରାମର୍ଶ ଦିଆଯାଇଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.1 ° C
    27.1 °
    27.1 °
    86 %
    3.2kmh
    94 %
    Fri
    28 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ