Thursday, October 8, 2026
22.2 C
Odisha

    ପାଲ ହାଇଟ୍ସ ଛକରେ ହୁତୁହୁତୁ ହୋଇ ଜଳିଲା କାର୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜଧାନୀ ରାଜରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍। ପାଲ ହାଇଟ୍ସ ଛକ ଉପରେ ଜଳିଗଲା କାର୍। ସେଭେନ ସିଟର୍ କାରରେ ହଠାତ୍ ନିଆଁ ଲାଗି ଯାଇଥିଲା। ଫଳରେ ଯାତ୍ରୀ ତୁରନ୍ତ କାର୍ ଛାଡି ପଳାଇଥିଲେ। ଏସି କମ୍ପ୍ରେସର ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ନେଇ ସୂଚନା ମିଳିଛି। ଚନ୍ଦ୍ରଶେଖରପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଏହି ଅଗ୍ନିକାଣ୍ଡ ଫଳରେ ଜୟଦେବ ବିହାରରୁ ଜାଭିୟର ଛକ ଯାଏ ଟ୍ରାଫିକ୍ ଜାମ୍ ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.2 ° C
    22.2 °
    22.2 °
    88 %
    1.5kmh
    1 %
    Wed
    22 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ