Monday, January 12, 2026
20.8 C
Odisha

    ପିଏମ୍ କିଷାନ୍ ଯୋଜନାରେ ଚାଷୀଙ୍କ ଖାତାକୁ ଆସିଲା ୨୧ତମ କିସ୍ତି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଚାଷୀଙ୍କ ଖାତାକୁ ଆସିଲା ପିଏମ୍ କିଷାନ ଟଙ୍କା। ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୧ତମ କିସ୍ତି ଭାବରେ ଚାଷୀଙ୍କ ଆକାଉଣ୍ଟକୁ ଆସିଲା ୨ହଜାର ଟଙ୍କା  କରାଯାଇଛି। ୯ କୋଟି କୃଷକଙ୍କ ପାଖକୁ ଗଲା ୧୮ହଜାର କୋଟି ଟଙ୍କା। ତାମିଲନାଡୁର କୋଇମ୍ବାଟୋରରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିରେ ଓଡିଶାର ୩୪ ଲକ୍ଷ ୧୨ ହଜାର କୃଷକ ସାମିଲ ଅଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.8 ° C
    20.8 °
    20.8 °
    28 %
    1.8kmh
    0 %
    Mon
    20 °
    Tue
    28 °
    Wed
    28 °
    Thu
    30 °
    Fri
    30 °

    ସମ୍ବନ୍ଧିତ