Friday, September 18, 2026
30.3 C
Odisha

    ପିଏମ୍ କିଷାନ୍ ଯୋଜନାରେ ଚାଷୀଙ୍କ ଖାତାକୁ ଆସିଲା ୨୧ତମ କିସ୍ତି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଚାଷୀଙ୍କ ଖାତାକୁ ଆସିଲା ପିଏମ୍ କିଷାନ ଟଙ୍କା। ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୧ତମ କିସ୍ତି ଭାବରେ ଚାଷୀଙ୍କ ଆକାଉଣ୍ଟକୁ ଆସିଲା ୨ହଜାର ଟଙ୍କା  କରାଯାଇଛି। ୯ କୋଟି କୃଷକଙ୍କ ପାଖକୁ ଗଲା ୧୮ହଜାର କୋଟି ଟଙ୍କା। ତାମିଲନାଡୁର କୋଇମ୍ବାଟୋରରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିରେ ଓଡିଶାର ୩୪ ଲକ୍ଷ ୧୨ ହଜାର କୃଷକ ସାମିଲ ଅଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.3 ° C
    30.3 °
    30.3 °
    68 %
    2kmh
    40 %
    Fri
    30 °
    Sat
    30 °
    Sun
    31 °
    Mon
    31 °
    Tue
    31 °

    ସମ୍ବନ୍ଧିତ