Saturday, February 21, 2026
25.7 C
Odisha

    ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ, ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା ସହ ସାଧାରଣ ସଭା ଆୟୋଜିତ ହେବ । ପଦଯାତ୍ରା ଏଫ୍ ଏମ୍ କଲେଜରୁ ବାହାରିବ। ସାଧାରଣ ସଭା ମଧ୍ୟ ଅନୁଷ୍ଠିତ ହେବ। ବଳଙ୍ଗାରୁ ନିମାପଡ଼ା ପର୍ଯ୍ୟନ୍ତ ପଦଯାତ୍ରା କରିବ କଂଗ୍ରେସ । ନିମାପଡାରେ ସାଧାରଣ ସଭା ଅନୁଷ୍ଠିତ ହେବ ।

    ପୀଡ଼ିତାଙ୍କ ମୃତୁ ପରେ ବି ତାଙ୍କୁ ନ୍ୟାୟ ମିଳିଲା ନାହିଁ । ପୀଡିତା ଯେତେ ବେଳେ ହପ୍ସିଟାଲ ଆସିଥିଲେ ନିଜେ ହୁଇଲ ଚେୟାର ବସିକି ଆସିଥିଲେ । କେଉଁ ପରିସ୍ଥିତିରେ ତାଙ୍କର ମୃତୁ ହେଲା । ଏବେ ପ୍ରଶ୍ନ ଆସୁଛି ତାଙ୍କୁ କାହିଁକି ଦିଲ୍ଲୀ ଏମ୍ସକୁ ସିଫ୍ଟ କରାଗଲା ବୁଝାପାଡିଲା ନାହିଁ । ବିଜେପି ନେତା କହିଲେ ସ୍ୱାସ୍ଥ୍ୟ ଅବସ୍ଥା ଉନ୍ନତି ହେଉଛି । ତେବେ ତାଙ୍କର ମୃତ୍ୟୁ କେମିତି ହେଲା । ପୀଡ଼ିତାଙ୍କ ଷ୍ଟେଟମେଣ୍ଟ ମଧ୍ୟ ୩ ଥରରୁ ଅଧିକ ସମୟ ରେକର୍ଡ ହୋଇଛି । ସେତେବେଳେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା କିପରି ଥିଲା ବୋଲି ପ୍ରଶ୍ନ କରିଛନ୍ତି ପିସିସି ସଭାପତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    24 %
    1.4kmh
    2 %
    Sat
    28 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ