Monday, April 6, 2026
23.6 C
Odisha

    ପୀତାମ୍ବର ଆଚାର୍ଯ୍ୟ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ବ । ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି । ଏଜି ଭାବେ ନିଯୁକ୍ତି କଲେ ରାଜ୍ୟପାଳ । ଏ ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ହେଉଛନ୍ତି ପୀତାମ୍ବର ଆଚାର୍ଯ୍ୟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    73 %
    1.7kmh
    3 %
    Sun
    24 °
    Mon
    38 °
    Tue
    35 °
    Wed
    37 °
    Thu
    37 °

    ସମ୍ବନ୍ଧିତ