Tuesday, December 23, 2025
19.4 C
Odisha

    ପୁଣି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ରାଜ୍ୟରେ ଆହୁରି ୩ ଦିନ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କିନ୍ତୁ ୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା କମିଯିବ । ଭଦ୍ରକଠାରୁ ଗଞ୍ଜାମ ଯାଏ ଉପକୂଳ ଜିଲ୍ଲାରେ ୬ ଓ ୭ ତାରିଖରେ କେତେକ ସ୍ଥାନରେ ସ୍ବଳ୍କ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଜେବଗଡ଼ରେ ୮ ତାରିଖ ଯାଏ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ସମ୍ବଲପୁରରୁ କଳାହାଣ୍ଡି ଯାଏ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏପଟେ ଜୁଲାଇ ୧୦ରୁ ୧୨ ତାରିଖ ଯାଏଁ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.4 ° C
    19.4 °
    19.4 °
    48 %
    0.8kmh
    3 %
    Tue
    27 °
    Wed
    27 °
    Thu
    27 °
    Fri
    28 °
    Sat
    28 °

    ସମ୍ବନ୍ଧିତ