Monday, September 14, 2026
29.6 C
Odisha

    ପୁଣି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ରାଜ୍ୟରେ ଆହୁରି ୩ ଦିନ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କିନ୍ତୁ ୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା କମିଯିବ । ଭଦ୍ରକଠାରୁ ଗଞ୍ଜାମ ଯାଏ ଉପକୂଳ ଜିଲ୍ଲାରେ ୬ ଓ ୭ ତାରିଖରେ କେତେକ ସ୍ଥାନରେ ସ୍ବଳ୍କ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଜେବଗଡ଼ରେ ୮ ତାରିଖ ଯାଏ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ସମ୍ବଲପୁରରୁ କଳାହାଣ୍ଡି ଯାଏ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏପଟେ ଜୁଲାଇ ୧୦ରୁ ୧୨ ତାରିଖ ଯାଏଁ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.6 ° C
    29.6 °
    29.6 °
    65 %
    2.1kmh
    11 %
    Mon
    29 °
    Tue
    31 °
    Wed
    31 °
    Thu
    31 °
    Fri
    30 °

    ସମ୍ବନ୍ଧିତ