Tuesday, March 17, 2026
24.7 C
Odisha

    ପୁଣି ଇସ୍କନର ମନମାନୀ, ଆସନ୍ତା୨୩ ରେ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା

    ଆଗକୁ ପଢନ୍ତୁ

    ପୁଣି ଇସ୍କନର ମନମାନୀ । ଆସନ୍ତା୨୩ତାରିଖ ରବିବାର ଦିନ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ତାଇୱାନର ଜିମେଣ୍ଡିଙ୍ଗ ଏମଆରଟି EXIT-6ରେ ଆୟୋଜିତ ହେବାକୁ ଥିବା ଅଦିନିଆ ରଥଯାତ୍ରାରେ ଯୋଗ ଦେବାପାଇଁ ଇସ୍କନ ଅନୁଗାମୀ ଏବଂ ଜଗନ୍ନାଥ ପ୍ରେମୀଙ୍କୁ ଅନଲାଇନ ମାଧ୍ୟମରେ ସୂଚନା ଦିଆଯାଇଛି । ଏହି ଅବସରରେ ସାଂସ୍କୃତିକ, କୀର୍ତ୍ତନ, ଯୋଗ ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ହେବ । ତେବେ ଏହି ଘଟଣାକୁ ନେଇ ପୁରୀରେ ତୀବ୍ର ପତିକ୍ରିୟା ପ୍ରକାଶ ପାଇଛି l ଇସ୍କନ ଏପରି ବାରମ୍ବାର ନିୟମ ବାହାରେ କାର୍ଯ୍ୟ କରୁଥିବାକୁ ଜଗନ୍ନାଥ ପ୍ରେମୀ ସେବାୟତ ମାନଙ୍କ ମନରେ କ୍ଷୋଭ ପ୍ରକାଶ ପାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    24.7 ° C
    24.7 °
    24.7 °
    54 %
    5.2kmh
    39 %
    Tue
    26 °
    Wed
    35 °
    Thu
    36 °
    Fri
    35 °
    Sat
    34 °

    ସମ୍ବନ୍ଧିତ