Tuesday, April 7, 2026
27.6 C
Odisha

    ପୁଣି କଟକ ବଡ଼ ମେଡିକାଲ ନନ ଟ୍ରମା କାଜୁଆଲଟିରେ ନିଆଁ

    ଆଗକୁ ପଢନ୍ତୁ

    କଟକ :    ରବିବାର ରାତିରେ SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା । ଟ୍ରମା କେୟାର ICUରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ପୁଣି କଟକ ବଡ଼ ମେଡିକାଲ ନନ ଟ୍ରମା କାଜୁଆଲଟିରେ ସର୍ଟସର୍କିଟ  ଯୋଗୁଁ ଅଗ୍ନିକାଣ୍ଡ ଘଟିଛି। ଅଳ୍ପକେ ବର୍ତ୍ତିଯାଇଛନ୍ତି ରୋଗୀ । ନନ ଟ୍ରମା କାଜୁଆଲଟିରେ ଶହେରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିଲେ । ଧୂଆଁ ବାହାରିବା କାରଣରୁ ସ୍ମୋକ ଡିଟେକ୍ଟର ଅକ୍ଟିଭ ହୋଇ ଯାଇଥିଲା । ସଠିକ ସମୟରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଏକ ପ୍ୟାନେଲ ବୋର୍ଡରେ ସର୍ଟସର୍କିଟ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ ରେ ରହିଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    54 %
    3kmh
    66 %
    Tue
    29 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ