Monday, January 12, 2026
13.1 C
Odisha

    ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ

    ଆଗକୁ ପଢନ୍ତୁ

    ସମ୍ବଲପୁର : ପୁଣି ଖୋଲିଲା ସମ୍ବଲପୁର ହୀରାକୁଦ ଡ୍ୟାମର ୪ଟି ଗେଟ । ଉପରମୁଣ୍ଡରେ ବର୍ଷା ଯୋଗୁ ଫୁଲୁଛି ମହାନଦୀ । ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୪ଟି ଗେଟ ଖୋଲା ଯାଇଛି । ଜଳଭଣ୍ଡାର ବାମପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ୧ଟି ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଲଭଣ୍ଡାରର ଜଳସ୍ତର ୬୨୦ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୪୩ ହଜାର ୮୩୧ କ୍ୟୁସେକ ଜଳ ପ୍ରବେଶ କରୁଛି । ଏଥିପାଇଁ ମହାନଦୀ ଭିତରକୁ ନ ଯିବାକୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ନଦୀ ବନ୍ଧ କର୍ତ୍ତୃପକ୍ଷ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    13.1 ° C
    13.1 °
    13.1 °
    38 %
    1.1kmh
    11 %
    Mon
    27 °
    Tue
    28 °
    Wed
    28 °
    Thu
    29 °
    Fri
    30 °

    ସମ୍ବନ୍ଧିତ