Wednesday, August 12, 2026
30.4 C
Odisha

    ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ

    ଆଗକୁ ପଢନ୍ତୁ

    ସମ୍ବଲପୁର : ପୁଣି ଖୋଲିଲା ସମ୍ବଲପୁର ହୀରାକୁଦ ଡ୍ୟାମର ୪ଟି ଗେଟ । ଉପରମୁଣ୍ଡରେ ବର୍ଷା ଯୋଗୁ ଫୁଲୁଛି ମହାନଦୀ । ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୪ଟି ଗେଟ ଖୋଲା ଯାଇଛି । ଜଳଭଣ୍ଡାର ବାମପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ୧ଟି ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଲଭଣ୍ଡାରର ଜଳସ୍ତର ୬୨୦ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୪୩ ହଜାର ୮୩୧ କ୍ୟୁସେକ ଜଳ ପ୍ରବେଶ କରୁଛି । ଏଥିପାଇଁ ମହାନଦୀ ଭିତରକୁ ନ ଯିବାକୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ନଦୀ ବନ୍ଧ କର୍ତ୍ତୃପକ୍ଷ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30.4 ° C
    30.4 °
    30.4 °
    70 %
    3.3kmh
    88 %
    Wed
    30 °
    Thu
    29 °
    Fri
    25 °
    Sat
    25 °
    Sun
    28 °

    ସମ୍ବନ୍ଧିତ