Saturday, April 11, 2026
30.4 C
Odisha

    ପୁଣି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ

    ଆଗକୁ ପଢନ୍ତୁ

    ରାଞ୍ଚି: ବିଧାନସଭାରେ ବହୁମତର ପ୍ରମାଣ ଦେଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଝାଡ଼ଖଣ୍ଡ ବିଧାନସଭାରେ ହୋଇଥିବା ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି ହେମନ୍ତ ସୋରେନ। ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭାରେ ହେମନ୍ତ ସୋରେନ ୪୫ ଜଣ ସଦସ୍ୟଙ୍କ ସମର୍ଥନ ସହ ଆସ୍ଥା ଭୋଟରେ ବିଜୟୀ ଲାଭ କରିଛନ୍ତି। ତାଙ୍କୁ ସମର୍ଥନ ଜଣାଇଥିବା ନେତାଙ୍କ ମଧ୍ୟରେ ଜେଏମଏମର ୨୭ ଜଣ, କଂଗ୍ରେସର ୧୭ ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର ଜଣେ ବିଧାୟକ ରହିଥିବା ଜଣାପଡିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    14 %
    2kmh
    0 %
    Sat
    32 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ