Friday, October 17, 2025
20.5 C
Odisha

    ପୁଣି ଝୁଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

    ଆଗକୁ ପଢନ୍ତୁ

    ବିିମାନବନ୍ଦରରୁ ସିଧା ସଭାସ୍ଥଳରେ ପହଞ୍ଚିଥିଲେ ମୋଦି । ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହି ମଞ୍ଚ ଉପରକୁ ମୋଦିଙ୍କୁ ସ୍ବାଗତ କରିଥିଲେ । ଏହାପରେ ସେ ନିଜର ଅଭିଭାଷଣ ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ଭାଜପା ସରକାର ଗଠନ କରିବା ପରଠୁ ଏହା ପ୍ରଧାନମନ୍ତ୍ରୀଙ୍କ ତୃତୀୟ ଥର ଓଡ଼ିଶା ଗସ୍ତ । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶ ଆଜି ସୁଦୃଢ ହୋଇଛି । ବିଶ୍ୱର ଶକ୍ତିଶାଳୀ ଦେଶମାନଙ୍କ ମଧ୍ୟରେ ଭାରତ ଆଜି ଅନ୍ୟତମ । ବାହ୍ୟ ସୁରକ୍ଷା ହେଉ କି ଆଭ୍ୟନ୍ତରୀଣ ସୁରକ୍ଷା ଦେଶ ଆଜି ପୂର୍ବ ଅପେକ୍ଷା ବେଶ ସୁରକ୍ଷିତ । ଓଡ଼ିଶାରେ ପ୍ରଥମ ଥର ପାଇଁ ଡିଜିପି ସମ୍ମିଳନୀ ଆୟୋଜିତ ହୋଇଛି । ସେଥିପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ପରେ ସଭାକୁ ସମ୍ବୋଧିତ କରିଥିଲେ ପିଏମ ମୋଦି । ଜୟ ଜଗନ୍ନାଥ କହି ନିଜର ବକ୍ତବ୍ୟ ଆରମ୍ଭ କଲେ ମୋଦି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.5 ° C
    20.5 °
    20.5 °
    88 %
    0.9kmh
    3 %
    Fri
    29 °
    Sat
    29 °
    Sun
    29 °
    Mon
    28 °
    Tue
    30 °

    ସମ୍ବନ୍ଧିତ