Friday, September 19, 2025
29.4 C
Odisha

    ପୁଣି ବଦଳିଲା ପ୍ରାଥମିକ ଶିକ୍ଷକ ବଦଳି କ୍ୟାଲେଣ୍ଡର, ଜୁନ୍ ୭ ତାରିଖ ଆବେଦନର ଶେଷ ତାରିଖ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର ପୁଣିଥରେ ବଦଳିଛି । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ପାଇଁ ମିଳିଛି ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିପାରିବେ ।

    ପୂର୍ବରୁ ଆବେଦନର ଶେଷ ତାରିଖ ଥିଲା ଜୁନ୍ ୬ ତାରିଖ। ହେଲେ ଏହା ଏବେ ଗୋଟିଏ ଦିନ ବଢ଼ିଛି ଅର୍ଥାତ୍ ଜୁନ୍ ୭ ତାରିଖ ପର୍ଯ୍ୟନ୍ତ ଆବେଦନ କରିହେବ।  ଜୁନ୍ ୬ ତାରିଖ ଭିତରେ ପୋର୍ଟାଲ୍ ଜରିଆରେ ଆବେଦନ କରିବେ। ଜୁନ୍ ୯ରୁ ୧୬ ଭିତରେ ଭେରିଫିକେସନ ହେବ ।

    ଜୁନ ୬ ତାରିଖ ମଧ୍ୟରେ ଆବେଦନ ଶେଷ ହେବା ପରେ ୯ରୁ ୧୬ ତାରିଖ ମଧ୍ୟରେ ବ୍ଲକ ଶିକ୍ଷା ଅଧିକାରୀ, ଜିଲ୍ଲା ବ୍ଲକ ଶିକ୍ଷା ଅଧିକାରୀ ଦ୍ବାରା ଯାଞ୍ଚ କରାଯିବ । ଏହାପରେ ଜୁନ ୧୭ରୁ ୧୮ ମଧ୍ୟରେ ଅନ୍ତଃ ଜିଲ୍ଲା ବଦଳି ପାଇଁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପାଖକୁ ଆବେଦନ ପତ୍ର ପଠାଯିବ । ଏହାପରେ ୨୦ ଓ ୨୧ ତାରିଖରେ ମେଡିକାଲ ଯାଞ୍ଚ ହେବ ।  ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.4 ° C
    29.4 °
    29.4 °
    70 %
    1.3kmh
    8 %
    Fri
    31 °
    Sat
    31 °
    Sun
    32 °
    Mon
    30 °
    Tue
    31 °

    ସମ୍ବନ୍ଧିତ