Wednesday, April 8, 2026
22.9 C
Odisha

    ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଆନନ୍ଦବଜାରରେ ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଗପିବାର ଭିଡିଓ ଭାଇରାଲ୍

    ଆଗକୁ ପଢନ୍ତୁ

    ପୁରୀ : ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ଭିତରେ ମୋବାଇଲ ଭିଡିଓ ଭାଇରାଲ୍ । କଟକଣା ସତ୍ତ୍ୱେ କଡା ସୁରକ୍ଷା ଭିତରେ ଶ୍ରୀମନ୍ଦିର ଆନନ୍ଦ ବଜାର ଭିତରେ ମୋବାଇଲ ଧରି ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଗପୁ ଥିବାର ଭିଡିଓ ଭାଇରାଲ୍ ହୋଇଛି । ଶ୍ରୀମନ୍ଦିର ଆନନ୍ଦ ବଜାର ,ଚାହାଣି ମଣ୍ଡପ ନିକଟରେ ସେହି ବ୍ୟକ୍ତି ମୋବାଇଲ ଧରି ଗପୁଥିବାର ଭିଡିଓ ଭାଇରଲ ହୋଇଛି ।

    ତେବେ ସଂପୃକ୍ତ ବ୍ୟକ୍ତିଙ୍କ ଫଟୋ କିଏ ଉଠାଇଲା ତାହା ସ୍ପଷ୍ଟ ହୋଇନି। ତେବେ ଏନେଇ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ପୋଲିସର ପ୍ରତିକ୍ରିୟା ମିଳିପାରିନି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.9 ° C
    22.9 °
    22.9 °
    85 %
    1.8kmh
    18 %
    Wed
    38 °
    Thu
    37 °
    Fri
    39 °
    Sat
    39 °
    Sun
    40 °

    ସମ୍ବନ୍ଧିତ