Thursday, April 2, 2026
26.4 C
Odisha

    ପୁରୀରେ ବଢିଲା ପାର୍କିଂ ଫି, ୨୪ ଘଣ୍ଟା ପର୍ଯ୍ୟନ୍ତ ଚାରିଚକିଆ ଯାନ ପାଇଁ ଦେବାକୁ ପଡିବ ୫୦୦ ଟଙ୍କା

    ଆଗକୁ ପଢନ୍ତୁ

    ପୁରୀ  : ପୁରୀରେ ବଢିଲା ପାର୍କିଂ ଫି । ଶ୍ରୀମନ୍ଦିର ପ୍ରଶାସନ ଅଧିନରେ ଥିବା ୪ଟି ଭକ୍ତନିବାସର ପାର୍କିଂ ଫି ବୃଦ୍ଧି କରାଯାଇଛି । ଏଣିକି ୨୪ ଘଣ୍ଟା ପର୍ଯ୍ୟନ୍ତ ଚାରିଚକିଆ ଯାନ ପାର୍କିଂ ପାଇଁ ୫୦୦ ଟଙ୍କା ସହ ଅତରିକ୍ତ ୧୮ ପ୍ରତିଶତ ଜିଏସଟି ଦେବାକୁ ପଡ଼ିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ତେବେ ପରିଚାଳନା କମିଟି ବୈଠକରେ ପାର୍କିଂ ଫି ବୃଦ୍ଧି ନେଇ କୌଣସି ଆଲୋଚନା ହୋଇନାହିଁ । ଅଚାନକ ନିଷ୍ପତ୍ତି ନିଆଯାଇଥିବାରୁ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.4 ° C
    26.4 °
    26.4 °
    49 %
    2.1kmh
    0 %
    Wed
    27 °
    Thu
    40 °
    Fri
    41 °
    Sat
    39 °
    Sun
    38 °

    ସମ୍ବନ୍ଧିତ