Wednesday, July 29, 2026
23.8 C
Odisha

    ପୁରୀରେ ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ ରଥକାଠ, ପ୍ରଥମ ଥର ପାଇଁ ସୋନପୁରରୁ ଆସିବ ୫ଟି ଫାସୀ ଗଛ

    ଆଗକୁ ପଢନ୍ତୁ

    ସୁବର୍ଣ୍ଣପୁର : ପୁରୀରେ ରଥ ନିର୍ମାଣ ପାଇଁ ସୋନପୁରରୁ ଆସିବ ରଥକାଠ । ପ୍ରଥମ ଥର ପାଇଁ ସୁବର୍ଣ୍ଣପୁରରୁ ଆସିବ ରଥ କାଠ l ପୁରୀ ରଥଯାତ୍ରା ପାଇଁ ରଥ ନିର୍ମାଣ ପାଇଁ ସୁବର୍ଣ୍ଣପୁର ଜିଲ୍ଲା ମଲ୍ଲିକ ମୁଣ୍ଡା ଗାଁରେ ରଥକାଠ କଟାଯାଇଛି l ଗାଁରେ ଥିବା ମିଶ୍ର ପରିବାରଙ୍କ ବାଡ଼ିପଟେ ଥିବା ପାଞ୍ଚଟି ଫାସୀ ଗଛକୁ କଟାଯାଇଛି l ଆଜି ସକାଳୁ ରୀତି ନୀତିରେ ପୂଜା ପାଠ ପରେ ଗଛ କଟା କାର୍ଯ୍ୟ ଆରମ୍ଭ କରାଯାଇଥିଲା l ଏହି ଅବସରରେ ଭଜନ କୀର୍ତ୍ତନ ସହ ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା l ଏ ନେଇ ସେମାନଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ ସୁବର୍ଣ୍ଣପୁର ପ୍ରତିନିଧି ଶେଷଦେବ ବାରିକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.8 ° C
    23.8 °
    23.8 °
    96 %
    2kmh
    100 %
    Wed
    24 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ