Monday, October 12, 2026
23.8 C
Odisha

    ପୁରୀରେ ସେବା ସଂକଳ୍ପ ଅଭିଯାନ: ସାମିଲ ହେଲେ ଧର୍ମେନ୍ଦ୍ର ପ୍ରଧାନ ଓ ପୁରୀ ସାଂସଦ ସମ୍ବିତ ପାତ୍ର

    ଆଗକୁ ପଢନ୍ତୁ

    ପୁରୀରେ ସେବା ସଂକଳ୍ପ ଅଭିଯାନରେ ସାମିଲ ହୋଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସାମ୍ବିଧାନିକ ପଦରେ ୨୫ ବର୍ଷ ପୂରଣ ଅବସରରେ ବିଜେପି ପକ୍ଷରୁ ଏହି ଅଭିଯାନ ପାଳନ କରାଯାଉଛି। ଏହି ଅବସରରେ ପୁରୀ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ସ୍ୱଚ୍ଛତା ଅଭିଯାନ ଆୟୋଜିତ ହୋଇଥିଲା। ଏଥିରେ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ପୁରୀ ଲୋକସଭା ସାଂସଦ ସମ୍ବିତ ପାତ୍ର ଯୋଗଦେଇଥିଲେ। ଉଭୟ ନେତା ସ୍ୱଚ୍ଛତା କାର୍ଯ୍ୟକ୍ରମରେ ସାମିଲ ହୋଇ ସ୍ୱଚ୍ଛତା ପ୍ରତି ସଚେତନତାର ବାର୍ତ୍ତା ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    76 %
    1.1kmh
    2 %
    Mon
    23 °
    Tue
    30 °
    Wed
    29 °
    Thu
    30 °
    Fri
    30 °

    ସମ୍ବନ୍ଧିତ