Wednesday, July 15, 2026
28.3 C
Odisha

    ପୁରୀ ଆସୁଛନ୍ତି ରାଷ୍ଟ୍ରପତି, ମହାପ୍ରଭୁଙ୍କ ଦର୍ଶନ ପରେ କରିବେ ପିଣ୍ଡଦାନ

    ଆଗକୁ ପଢନ୍ତୁ

    ପୁରୀ : ପୁରୀ ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ଆସନ୍ତା ଫେବ୍ରୁଆରୀ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ପିଣ୍ଡଦାନ ପାଇଁ ଶ୍ବେତଗଙ୍ଗା ପୁଷ୍କରିଣୀ ଯିବା କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଶ୍ବେତଗଙ୍ଗା ପୁଷ୍କରିଣୀ ଯାଇ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଓ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ । ସେପଟେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଥିବା କହିଛନ୍ତି ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା ରାଜରତନ ମହାପାତ୍ର । ପୁରୀ କାର୍ଯ୍ୟକ୍ରମ ପରେ ୪ ତାରିଖ ଦିନ ମୟୂରଭଞ୍ଜ ଯିବେ ରାଷ୍ଟ୍ରପତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.3 ° C
    28.3 °
    28.3 °
    73 %
    1.9kmh
    99 %
    Wed
    27 °
    Thu
    31 °
    Fri
    28 °
    Sat
    26 °
    Sun
    24 °

    ସମ୍ବନ୍ଧିତ