Friday, September 11, 2026
24.4 C
Odisha

    ପୁରୀ ଦଳାଚକଟା ଘଟଣାକୁ ଅତ୍ୟନ୍ତ ଦୁଃଖଦାୟକ କହିଲେ ରାହୁଲ ଗାନ୍ଧି

    ଆଗକୁ ପଢନ୍ତୁ

    ପୁରୀ : ପୁରୀ ଦଳାଚକଟା ଘଟଣାକୁ ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି । ସୋସିଆଲ ମିଡିଆ ଏକ୍ସରେ ଏନେଇ ପୋଷ୍ଟ କରି ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି । ଆହତ ମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ରାହୁଲ।

    ଏହି ଅଘଟଣକୁ ଗମ୍ଭୀର ଚେତାବନୀ ବୋଲି ଉଦବେବ ପ୍ରକାଶ କରିଛନ୍ତି ରାହୁଲ। ବଡ଼ ବଡ଼ ଆୟୋଜନରେ ସୁରକ୍ଷା ଓ ଭିଡ଼ ପରିଚାଳନାର ବ୍ୟବସ୍ଥା ଗମ୍ଭୀରତାର ସହ ପ୍ରସ୍ତୁତି କରିବା ଜରୁରୀ । ଏଭଳି ଆୟୋଜନର ସମୀକ୍ଷା କରାଯିବା ଉଚିତ। ଜୀବନ ରକ୍ଷା ସର୍ବୋପରି ଓ ଦାୟିତ୍ବରେ ତ୍ରୁଟି ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି ରାହୁଲ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.4 ° C
    24.4 °
    24.4 °
    95 %
    2kmh
    95 %
    Fri
    25 °
    Sat
    25 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ