Sunday, November 23, 2025
18.9 C
Odisha

    ପୁରୀ ବଡ଼ଦାଣ୍ଡରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଶ୍ରୀମନ୍ଦିର ନିକଟରେ ସଶସ୍ତ୍ର ସୁରକ୍ଷାବଳ ମୁତୟନ

    ଆଗକୁ ପଢନ୍ତୁ

    ପୁରୀ : ଭାରତ ପାକିସ୍ତାନ ଯୁଦ୍ଧକୁ ନେଇ ପୁରୀ ବଡ଼ଦାଣ୍ଡରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ବଡ଼ଦାଣ୍ଡ ଓ ଶ୍ରୀମନ୍ଦିର ନିକଟରେ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । ଶ୍ରୀମନ୍ଦିର ନିକଟରେ ସଶସ୍ତ୍ର ସୁରକ୍ଷାବଳ ମୁତୟନ କରାଯାଇଛି । ଶ୍ରୀମନ୍ଦିର ଚାରି ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ ହେବା ସହ ପୁରୀ ପୋଲିସ ପକ୍ଷରୁ ଗତକାଲି ରାତିରେ ବିଭିନ୍ନ ସ୍ଥାନରେ ନାକା ଲଗାଯାଇ ଜୋରଦାର ଚେକିଂ ବ୍ଲକିଙ୍ଗ କରାଯାଇଥିଲା । ଆତଙ୍କୀ ଆକ୍ରମଣକୁ ପ୍ରତିହତ କରିବା ଲାଗି ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତି କରାଯାଇଛି । ପୁରୀରେ ଥିବା ବିଭିନ୍ନ ହୋଟେଲ ଗୁଡିକୁ ଚେକିଂ କରାଯାଇଛି । ସେହିପରି ଶ୍ରୀ ମନ୍ଦିର ସୁରକ୍ଷା ସହ ଭକ୍ତଙ୍କ ସୁରକ୍ଷା ଲାଗି ମୁତୟନ ଅଛନ୍ତି ସ୍ୱତନ୍ତ୍ର ସୁରକ୍ଷା ବାହିନୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    18.9 ° C
    18.9 °
    18.9 °
    70 %
    1.3kmh
    51 %
    Sat
    19 °
    Sun
    28 °
    Mon
    28 °
    Tue
    27 °
    Wed
    26 °

    ସମ୍ବନ୍ଧିତ