Friday, May 29, 2026
24.7 C
Odisha

    ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ହତ୍ୟାକଲେ ମାଓବାଦୀ

    ଆଗକୁ ପଢନ୍ତୁ

    ଫୁଲବାଣୀ:କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ଅନ୍ତର୍ଗତ ଲୁଇସିଂ ଗ୍ରାମପଞ୍ଚାୟତର ବିଗାପଦର ଗ୍ରାମରେ ବିଲମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ପୁଲିସ ଇନଫର୍ମର ସନ୍ଦେହରେ ଦମ୍ପତିଙ୍କୁ ମାଓବାଦୀମାନେ ହତ୍ୟା କରିଛନ୍ତି । ଗାଁ ନିକଟ ଜଙ୍ଗଲରେ ଦମ୍ପତିଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସ୍ଵମୀଙ୍କ ନାଁ ତାହିଁରା କହଁର ହୋଇଥିବାବେଳେ ସ୍ତ୍ରୀଙ୍କ ନାଁ ବତାସୀ କହଁର ବୋଲି ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    83 %
    3.3kmh
    100 %
    Fri
    25 °
    Sat
    41 °
    Sun
    39 °
    Mon
    40 °
    Tue
    42 °

    ସମ୍ବନ୍ଧିତ