Friday, April 3, 2026
39.1 C
Odisha

    ପୂଜା ପାଇଁ ଆଗୁଆ ମିଳିବ ଦରମା, ୨୬ ତାରିଖରେ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସୁଛି ମା ଦୁର୍ଗତିନାଶିନୀ ଦୁର୍ଗାଙ୍କ ଦଶହରା ପୂଜା। ବୁଲାବୁଲି ସାଙ୍ଗକୁ ଜମିବ କିଣାବିକା। ଏହି ସବୁ ଦୃଷ୍ଟିରେ ରଖି ପୂଜା ପାଇଁ ଆଗୁଆ ମିଳିବ ଦରମା। ପୂଜା ପାଇଁ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ସମସ୍ତ ସରକାରୀ କର୍ମଚାରୀଙ୍କୁ ୨୬ ତାରିଖରେ ଦରମା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ଦେବାକୁ ହୋଇଛି ନିର୍ଦ୍ଦେଶ।

    ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ହେଲା ସ୍ୱତନ୍ତ୍ର ନିର୍ଦ୍ଦୋନାମା। ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ