Wednesday, October 7, 2026
31.4 C
Odisha

    ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ, ରେଳ ଏବଂ କୃଷି ମନ୍ତ୍ରୀ ଥିଲେ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବରିଷ୍ଠ ରାଜନେତା କାହ୍ନୁଚରଣ ଲେଙ୍କାଙ୍କ ପରଲୋକ ।  ୮୬ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ।  ପୂର୍ବତନ କେନ୍ଦ୍ରମନ୍ତ୍ରୀ ଥିଲେ କାହ୍ନୁଚରଣ ଲେଙ୍କା । କେନ୍ଦ୍ର ସରକାରରେ ରେଳ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ । ସେ ଓଡ଼ିଶାରୁ ଜଣେ ସାଂସଦ ଭାବରେ ଭାରତର ସଂସଦର ଉପର ସଦନ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ । ସେ ପି. ଭି. ନରସିଂହ ରାଓଙ୍କ ସରକାରରେ ରେଳ ମନ୍ତ୍ରୀ ଏବଂ କୃଷି ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ଏହା ପୂର୍ବରୁ ସେ ଓଡ଼ିଶାର ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    52 %
    2.4kmh
    12 %
    Wed
    29 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ