Friday, April 3, 2026
33.6 C
Odisha

    ପୂର୍ବତନ ଡିଜିପି ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା । ସେ ଜଣେ ପୂର୍ବତନ ଡିଜିପି ଅବସରପ୍ରାପ୍ତ ଆଇପିଏସ ଅଫିସର ଥିଲେ।ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ମିଳିଲା କ୍ୟାବିନେଟ ପାହ୍ୟା ।ଶୀର୍ଷ ପ୍ରଶାସନିକ ଅଧିକାରୀରୁ ନେତା ହୋଇଥିବା ପୂର୍ବତନ ସିଆରପିଏଫ ମହାନିର୍ଦ୍ଦେଶକ ପ୍ରକାଶ ମିଶ୍ରଙ୍କ ଇଂରାଜୀ ପୁସ୍ତକ ‘କମେଡି ଇନ୍ ଖାକି’ ଲୋକାର୍ପିତ ହେବା ପରେ ଏ ନେଇ ଚର୍ଚ୍ଚା ଏବଂ ରାଜନୈତିକ ବୟାନବାଜି ଆରମ୍ଭ ହୋଇଥିଲା ।ଏଥିରେ ସେ ପିଲାଦିନରୁ ଅବସର ପର୍ଯ୍ୟନ୍ତ ସମୟ ଭିତରେ ବ୍ୟକ୍ତିଗତ ଓ ବୃତ୍ତିଗତ ଜୀବନରେ ସାମ୍ନା କରିଥିବା କୌତୂହଳପ୍ରଦ ଘଟଣାବଳି ମଜାଦାର ଶୈଳୀରେ ଉପସ୍ଥାପନା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ