Friday, April 3, 2026
39.1 C
Odisha

    ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ପୂର୍ବତନ ମୁଖ୍ୟ ସଚିବ ଡକ୍ଟର ସୁବାସ ପାଣିଙ୍କ ପରଲୋକ । ୭୬ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଆଜି ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ହେବ। ସେ ଜଣେ ବିଶିଷ୍ଟ ଲେଖକ, ଅନୁବାଦକ, ସଙ୍ଗୀତ ରଚୟିତା ତଥା ସୃଜନଶୀଳ ଦାର୍ଶନିକ ଭାବେ ପରିଚିତ ଥିଲେ।

    ଡ. ସୁବାସ ପାଣିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଡ. ସୁବାସ ପାଣିଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି। ସାହିତ୍ୟ, ଶାସନ ଓ କଳାକ୍ଷେତ୍ରରେ ତାଙ୍କ ଅବଦାନ ଚିରସ୍ମରଣୀୟ ହୋଇ ରହିବ। ଶୋକସନ୍ତପ୍ତ ପରିବାକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ