Wednesday, February 12, 2025
34.7 C
Odisha

    ପୂର୍ବ ଭାରତରେ ପ୍ରଥମ : କିମ୍‌ସରେ ହେଲା କାର୍ଡିଆକ୍ ଲେଜର ମେସିନ୍ ଜରିଆରେ ରୋଗୀ ସେବା

    ଆଗକୁ ପଢନ୍ତୁ

    ଜଟିଳ ହୃଦରୋଗର ସରଳ ଚିକିତ୍ସା ପାଇଁ କିମ୍‌ସରେ ଆରମ୍ଭ ହୋଇଛି କାର୍ଡିଆକ୍ ଲେଜର ମେସିନ୍ ଜରିଆରେ ରୋଗୀ ସେବା ।  ଜଟିଳରୁ ଜଟିଳତମ ହୃଦରୋଗ ଚିକିତ୍ସା । ପାଇଁ ସମଗ୍ର ପୂର୍ବ ଭାରତରେ ପ୍ରଥମ ଥର ଲାଗି କିମ୍ସରେ ଏଭଳି ଯନ୍ତ୍ର ସ୍ଥାପନା କରାଯାଇଛି । ଏହାକୁ କିଟ୍, ଏହାକୁ କିଟ୍, କିସ୍ ଓ କିମ୍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‌ଘାଟନ କରିଥିଲେ । ଏହି ଲେଜର ମେସିନ୍ ଦ୍ଵାରା ଓଡ଼ିଶା ତ‌ଥା ପଡ଼ୋଶୀ ରାଜ୍ୟର ହୃଦରୋଗୀମାନେ ବିଶେଷ ଉପକୃତ ହୋଇପାରିବେ ।

    ପାରମ୍ପରିକ ମ୍ପରିକ ଆଞ୍ଜିଓପ୍ଲାଷ୍ଟି ଦ୍ଵାରା ଚିକିତ୍ସା ହୋଇପାରୁନଥିବା କରୋନାରୀ ଓ ପେରିଫେରା ଆଥେରେକ୍ଟୋମି, ଲିଡ୍ ମ୍ୟାନେଜମେଣ୍ଟ ଭଳି ଜଟିଳ ହୃଦ୍‌ଯନ୍ତ୍ର ସମସ୍ୟା ଏହି ଲେଜର ମେସିନ୍ ଜରିଆରେ ଚିକିତ୍ସା ହୋଇପାରୁଛି । ଏ ନେଇ କିମ୍‌ସର ବରିଷ୍ଠ ହୃଦ୍‌ଶଲ୍ୟ ବିଶେଷଜ୍ଞ ଡା. ଅନୁପମ ଜେନା କହିଛନ୍ତି ଏହା ଦ୍ଵାରା ଆମେ ଅତ୍ୟାଧୁନିକ ହୃଦରୋଗ ଚିକିତ୍ସା ଯୋଗାଇ ଦେଇପାରୁଛୁ ।  ଏଭଳି ଚିକିତ୍ସା ପୂର୍ବରୁ ଆମ ରାଜ୍ୟରେ ସମ୍ଭବ ହୋଇପାରୁ ନଥିଲା । ରୋଗୀର ଆର୍ଟେରୀରେ ବ୍ଲକେଜ୍ କିମ୍ବା ପେସ୍‌ମକର୍ ଲିଡ ରିମୁଭାଲ ଭଳି ଜଟିଳ ପ୍ରକ୍ରିୟା ଏବେ ସହଜରେ ହୋଇପାରୁଛି । ମାତ୍ର ୨୦ରୁ ୩୦ ସେକେଣ୍ଡ ମଧ୍ୟରେ ଏହି ଲେଜର ମେସିନ୍ କମ୍ ବୟସର ରୋଗୀଙ୍କୁ ହୃଦ୍ ସମସ୍ୟାରୁ ମୁକ୍ତ କରିପାରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.7 ° C
    34.7 °
    34.7 °
    18 %
    4.4kmh
    0 %
    Wed
    33 °
    Thu
    34 °
    Fri
    34 °
    Sat
    34 °
    Sun
    36 °

    ସମ୍ବନ୍ଧିତ