Sunday, January 12, 2025
13.5 C
Odisha

    ପେଟ୍ରୋଲ ଓ ଡିଜେଲର ଆଜି ନୂଆ ମୂଲ୍ୟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ?
    ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୧.୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୬୯ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୦୧ ଟଙ୍କା ୯୫ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୮୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୯ ପଇସା ରହିଛି ।
    ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

    ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ । ପ୍ରତି ସହରର କୋଡ୍ ଅଲଗା ଅଲଗା ରହିଥାଏ । ଯାହା ଆପଣଙ୍କୁ ଆଇସିଓଏଲ ୱେବସାଇଟରୁ ମିଳିଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    13.5 ° C
    13.5 °
    13.5 °
    80 %
    1.8kmh
    55 %
    Sun
    28 °
    Mon
    29 °
    Tue
    29 °
    Wed
    29 °
    Thu
    29 °

    ସମ୍ବନ୍ଧିତ