Wednesday, October 7, 2026
27.2 C
Odisha

    ପୋଖରୀରେ ଖସିଗଲା ଗୋଡ଼, ଦୁଇ ଭାଇ ମୃତ

    ଆଗକୁ ପଢନ୍ତୁ

    କେନ୍ଦୁଝର : ପୋଖରୀରେ ଖସିଗଲା ଗୋଡ଼, ଦୁଇ ଭାଇଙ୍କ ମୃତ୍ୟୁ। କେନ୍ଦୁଝର ସଦର ଥାନା ରାଇସୁଆଁ ପୁରଣା ଥାନା ପାଖ ପୋଖରୀରେ ଗାଧୋଇବା ସମୟରେ ବୁଡ଼ି ୨ ଭାଇଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ଖୁସାଲ ଅନସାରୀ ଓ ଅମାନନ ଅନସାରୀ । ଜଣଙ୍କର ବୟସ ୮ ବର୍ଷ ଏବଂ ଅନ୍ୟ ଜଣଙ୍କ ବୟସ ୯ ବର୍ଷ ।  ଉଭୟ ଗାଧୋଉ ଥିବା ବେଳେ ଗୋଡ଼ ଖସି ଯିବାରୁ ପୋଖରୀରେ ବୁଡ଼ି ଯାଇଥିଲେ । ଉଭୟଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଟିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.2 ° C
    27.2 °
    27.2 °
    82 %
    0.6kmh
    37 %
    Wed
    25 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ