Wednesday, March 18, 2026
19.7 C
Odisha

    ପୋଲରେ ଝୁଲିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

    ଆଗକୁ ପଢନ୍ତୁ

     

    ଅଳ୍ପକେ ବର୍ତ୍ତି ଯାଇଥିଲେ ଯାତ୍ରୀ ।  ପୋଲ ତଳକୁ ଖସି ଥିଲେ ଏକ ବଡ ଅଘଟଣ ହୋଇଥାନ୍ତା ।  ଦୁର୍ଘଟଣାରେ ଆହତ ଯାତ୍ରୀମାନଙ୍କୁ ଅତାବିରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯାଉଛି ।  ଅତାବିରା ହସ୍ପିଟାଲରେ ୨୦ ରୁ ଅଧିକ ଯାତ୍ରୀଙ୍କୁ ଚିକିତ୍ସା କରାଯାଇଥିଲା। ପ୍ରାଣ ବିକଳରେ କେତେକ ଆହତ ଯାତ୍ରୀ ନିଜ ବ୍ୟବସ୍ଥାରେ ଅନ୍ୟ ଘରୋଇ ଡାକ୍ତରଖାନାକୁ ସିଧା ସଳଖ ଯାଇଛନ୍ତି । ଘଟଣା ସ୍ଥଳକୁ ପୋଲିସ ଅତାବିରା ପୋଲିସ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ହସ୍ପିଟାଲ ପଠାଇଛନ୍ତି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    80 %
    2.9kmh
    100 %
    Wed
    22 °
    Thu
    31 °
    Fri
    34 °
    Sat
    34 °
    Sun
    35 °

    ସମ୍ବନ୍ଧିତ