Saturday, October 3, 2026
24.7 C
Odisha

    ପୋଲାଣ୍ଡରେ ପହଞ୍ଚିଲେ ମୋଦି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଦୁଇ ଦିନିଆ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୋଲାଣ୍ଡର ଓ୍ବାର୍ସରେ ପହଞ୍ଚିଛନ୍ତି। ପୋଲାଣ୍ଡ ପରେ ମୋଦି ମଧ୍ୟ ୟୁକ୍ରେନ ଗସ୍ତ କରିବେ। ଗତ ୪୫ ବର୍ଷ ମଧ୍ୟରେ ପୋଲାଣ୍ଡ ଗସ୍ତରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ। ଓ୍ବାର୍ସରେ ମୋଦି ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ ଡୁଡା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କୁ ଭେଟିବେ। ପୋଲାଣ୍ଡରେ ଥିବା ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.7 ° C
    24.7 °
    24.7 °
    83 %
    1.4kmh
    16 %
    Sat
    24 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ