Saturday, May 30, 2026
40.9 C
Odisha

    ପ୍ରକାଶ ପାଇଲା OJS-୨୦୨୩ ପରୀକ୍ଷା ଫଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପ୍ରକାଶ ପାଇଲା ଓଡ଼ିଶା ଜୁଡିସିଆଲ ସର୍ଭିସ୍ ବା ଓଜେଏସ-୨୦୨୩ ରେଜଲ୍ଟ। ଏଥିରେ କୃତକାର୍ଯ୍ୟ ହୋଇଛନ୍ତି ୩୩ଜଣ ପରୀକ୍ଷାର୍ଥୀ। ଏ ନେଇ ସୂଚନା ଜାରି କଲା ଓପିଏସସି। କୃତକାର୍ଯ୍ୟଙ୍କ ମଧ୍ୟରେ ୨୪ ଜଣ ଝିଅ ପରୀକ୍ଷାର୍ଥୀ।ଏହି ପରୀକ୍ଷାରେ ଟପ୍ପର ହୋଇଛନ୍ତି ସୋମେଶ ରଣବିଜୁଳି। ଏଥିସହ ଅରୁଣିଆ ପତି ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି ପାଏଲ ଅତ୍ତା । ଏହି ରେଜଲ୍ଟ ପାଇଁ ଆପଣ ଏହାର ଅଫିସିଆଲ ୱେବସାଇଟକୁ ଯାଇ ଚେକ୍ କରିପାରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    40.9 ° C
    40.9 °
    40.9 °
    24 %
    3.3kmh
    24 %
    Sat
    36 °
    Sun
    40 °
    Mon
    40 °
    Tue
    40 °
    Wed
    43 °

    ସମ୍ବନ୍ଧିତ