Wednesday, April 8, 2026
24.2 C
Odisha

    ପ୍ରତାପଙ୍କୁ ଟକର ଦେବେ ଲେଖାଶ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପ୍ରକାଶ ପାଇଛି ବିଜେଡିର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ୯ ବିଧାନସଭା ଏବଂ ଗୋଟିଏ ଲୋକସଭା ଆସନ ପାଇଁ ପ୍ରକାଶ ପାଇଛି ତାଲିକା । ତେବେ ବାଲେଶ୍ବର ଲୋକସଭା ଆସନ ପାଇଁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ କରିଛି ବିଜେଡି । ବିଜେପି ଏହି ଆସନରେ ପ୍ରତାପ ଷଡଙ୍ଗୀଙ୍କୁ ପ୍ରାର୍ଥୀ କରିଛି । ତେବେ ୨୦୧୯ ନିର୍ବାଚନରେ ପ୍ରତାପ ଏଠାରେ ବିଜୟୀ ହୋଇଥିଲେ । ଏଥରକ ବିଜେଡିରୁ ପ୍ରଥମଥର ଲାଗି ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି ଲେଖାଶ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.2 ° C
    24.2 °
    24.2 °
    77 %
    1.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ