Friday, October 2, 2026
22.2 C
Odisha

    ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ  :   ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଯାଇଥିଲେ।  ଦିଲ୍ଲୀ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଅପରେସନ ସିନ୍ଦୂରର ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହ ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିବା ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ