Wednesday, April 9, 2025
23.1 C
Odisha

ପ୍ରତି ପଞ୍ଚାୟତରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

ଆଗକୁ ପଢନ୍ତୁ

ନୂଆଦିଲ୍ଲୀ/ଭୁବନେଶ୍ବର: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ୱାକ୍ଷର ହୋଇଛି । ଏହା ଅନ୍ତର୍ଗତ ରାଜ୍ୟର ୧.୩ କୋଟି ପରିବାରଙ୍କୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କର ବକ୍ତବ୍ୟ ରଖିଛନ୍ତି । ସେ କହିଛନ୍ତି, ଓଡିଶା ପାଇଁ ଆଜି ଏକ ଐତିହାସିକ ଦିନ । ଆଗାମୀ ଦିନରେ ଓଡିଶାରେ ବୈପ୍ଳବିକ ପରିବର୍ତ୍ତନ ଆସିବାକୁ ଯାଉଛି । ଆଗାମୀ ଦିନରେ ରାଜ୍ୟର ପ୍ରତି ପଞ୍ଚାୟତରେ  ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ନିର୍ମାଣ କରାଯିବ ।ଏହି ବୈପ୍ଳବିକ ପରିବର୍ତ୍ତନ ପାଇଁ ବହୁ ଦିନ ଧରି ଅପେକ୍ଷା ରହିଥିଲା । ଆଉ ସମୟ ସହିତ ଏହି ପରିବର୍ତ୍ତନ ଆଣିଦେଇଛି । ବିଳମ୍ୱ ହୋଇଛି ସତ, ହେଲେ କାର୍ଯ୍ୟ ସିଦ୍ଧି ହୋଇଛି । ଆମେ ନିଜର ଲକ୍ଷ୍ୟ ହାସଲ କରିଛୁ।

ଅନ୍ୟାନ୍ୟ ଖବର

ପାଣିପାଗ

Odisha
clear sky
23.1 ° C
23.1 °
23.1 °
87 %
2.1kmh
3 %
Tue
23 °
Wed
37 °
Thu
39 °
Fri
41 °
Sat
40 °

ସମ୍ବନ୍ଧିତ