Thursday, March 19, 2026
23.2 C
Odisha

    ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

    ଆଗକୁ ପଢନ୍ତୁ

    ବ୍ରହ୍ମପୁର ଲୋକସଭା ଆସନରୁ ନିର୍ବାଚନ ଲଢୁଥିବା ବିଜେପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ରାଜ୍ଯ ମୁଖ୍ଯ ନିର୍ବାଚନ ଅଧିକାରୀଙ୍କୁ ଭେଟି ଫେରାଦ ହେଲା ବିଜେଡି। ନିର୍ବାଚନରେ ନିୟୋଜିତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ନାଲି ଆଖି ଦେଖାଉଥିବା ନେଇ ବିଜେଡିର ଏକ ଟିମ ସିଇଓଙ୍କୁ ଭେଟି ଫେରାଦ ହୋଇଛି। ପ୍ରଦୀପଙ୍କ କଥା ନ ମାନିଲେ ତାଙ୍କୁ ବଦଳି କରିଦେବା ପାଇଁ ବ୍ରହ୍ମପୁରର ସରକାରୀ କର୍ମଚାରୀ ଓ ଅଧିକାରୀଙ୍କୁ ଧମକ ଦେଉଛନ୍ତି। ସେଥିପାଇଁ ପ୍ରଦୀପଙ୍କ ବିରୁଦ୍ଧରେ ସିଇଓଙ୍କୁ କାର୍ଯ୍ୟାନୁଷ୍ଠନ ପାଇଁ ଦାବି କରିଛି ବିଜେଡି। ବିଜେଡି ସବୁବେଳେ ଗଣତନ୍ତ୍ରରେ ବିଶ୍ବାସ କରିଆସିଛି । ନିର୍ବାଚନ କମିଶନଙ୍କ ଉପରେ ମଧ୍ଯ ବିଜେଡି ବିଶ୍ବାସ ରଖିଆସିଛି। ତେଣୁ ଜନବିରୋଧୀ ନେତାଙ୍କ ନାଲି ଆଖି ବିରୋଧରେ ସିଇଓ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବେ ବୋଲି ବିଜେଡି ପ୍ରକାଶ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    55 %
    2kmh
    97 %
    Thu
    23 °
    Fri
    33 °
    Sat
    34 °
    Sun
    34 °
    Mon
    35 °

    ସମ୍ବନ୍ଧିତ