Sunday, March 22, 2026
32.5 C
Odisha

    ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା ଶକ୍ତିକାନ୍ତ ଦାସଙ୍କୁ ପ୍ରମୁଖ ସଚିବ ପଦବି ମିଳିଛି। କେନ୍ଦ୍ର କ୍ୟାବିନେଟ୍‌ ଏହାକୁ ଅନୁମୋଦନ ଦେଇଛି। ସେ ପିକେ ମିଶ୍ରଙ୍କ ସହିତ ଦ୍ବିତୀୟ ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.5 ° C
    32.5 °
    32.5 °
    13 %
    4.6kmh
    1 %
    Sun
    32 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ