Saturday, March 21, 2026
32.2 C
Odisha

    ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମ, ‘ପାର୍ବତୀ ଗିରି’ଙ୍କୁ ପ୍ରେରଣାର ଉତ୍ସ ବୋଲି କହିଲେ ମୋଦି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍ କାର୍ଯ୍ୟକ୍ରମ ।  ଚଳିତବର୍ଷର ଶେଷ ମନ କି ବାତ୍ କାର୍ଯ୍ୟକ୍ରମରେ ‘ପାର୍ବତୀ ଗିରି’ଙ୍କ କଥା କହିଲେ ମୋଦି  ।  ୨୦୨୫ରେ ଭାରତକୁ ଅନେକ ସଫଳତା ମିଳିଛି ।  କ୍ରୀଡ଼ାକ୍ଷେତ୍ରରେ ଝିଅମାନେ ଗୌରବ ଆଣିଛନ୍ତି ।

    ନୂଆ ସଂକଳ୍ପ ସହ ଭାରତକୁ ଆଗକୁ ନେବାକୁ ପଡ଼ିବ ।  ମନ୍ କି ବାତ୍ ରେ ‘ପାର୍ବତୀ ଗିରି’ଙ୍କ କଥା କହିଲେ ନରେନ୍ଦ୍ର ମୋଦି ।  ୧୬ ବର୍ଷରେ ପାର୍ବତୀ ଗିରି ସ୍ବାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ ।  ୨୦୨୬ରେ ‘ପାର୍ବତୀ ଗିରି’ଙ୍କ ଜନ୍ମ ଶତାବ୍ଦୀ ପାଳନ କରାଯିବ ।  ସମାଜସେବା ଓ ଜନକଲ୍ୟାଣକାରୀ କାର୍ଯ୍ୟରେ ନିଜକୁ ସମର୍ପିତ କରିଥିଲେ । ‘ ପାର୍ବତୀ ଗିରି’ ବହୁତ ଅନାଥ ଆଶ୍ରମ ତିଆରି କରିଥିଲେ ।  ତାଙ୍କ ଜୀବନଶୈଳୀ ସବୁ ପିଢିଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    32.2 ° C
    32.2 °
    32.2 °
    24 %
    4.5kmh
    12 %
    Sat
    31 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ