Saturday, August 22, 2026
25.3 C
Odisha

    ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କୁ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଗତ ୨୨ ତାରିଖରେ ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ ନିଯୁକ୍ତି ରଦ୍ଦ ହୋଇଥିଲା। କିନ୍ତୁ ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ ପ୍ରଫେସର ଯଜ୍ଞେଶ୍ବେର ଦଣ୍ଡପାଟଙ୍କୁ ମିଳିଛି । ଗତକାଲି ରାଜଭବନ ପକ୍ଷରୁ ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ନୂଆ କୁଳପତି ନିଯୁକ୍ତି ପର୍ଯ୍ୟନ୍ତ ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟ ଦାୟିତ୍ବରେ ରହିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.3 ° C
    25.3 °
    25.3 °
    93 %
    0.7kmh
    100 %
    Sat
    26 °
    Sun
    29 °
    Mon
    29 °
    Tue
    28 °
    Wed
    30 °

    ସମ୍ବନ୍ଧିତ