Saturday, June 20, 2026
27.5 C
Odisha

    ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ସକାଳୁଆ ଖୋଲିବ ଅଙ୍ଗନୱାଡି କେନ୍ଦ୍ର

    ଆଗକୁ ପଢନ୍ତୁ

    ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ଜନ କରାଯାଇଛି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ସକାଳ ୭ଟା ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନୱାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆଏସ୍ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.5 ° C
    27.5 °
    27.5 °
    71 %
    3.5kmh
    80 %
    Sat
    28 °
    Sun
    33 °
    Mon
    38 °
    Tue
    38 °
    Wed
    37 °

    ସମ୍ବନ୍ଧିତ